• About Us
  • Contact Us
Monday, September 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ

by Voice of Victims
May 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ଘୋଷଣା କରିଛନ୍ତି ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଣା ଅନୁସାରେ ବିଜେଡିର ବଳକା ଥିବା ତିନି ଆସନର ପ୍ରାର୍ଥୀ ହେଲେ ଖଣ୍ଡପଡା- ସାବିତ୍ରୀ ପ୍ରଧାନ, ନୀଳଗିରି- ସୁକାନ୍ତ ନାୟକ, କୋରେଇ- ସଂଧ୍ୟାରାଣୀ ଦାସ, ସେହିପରି ଦେବଗଡର ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରିଛି ବିଜେଡି। ସେଠାରେ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପରିବର୍ତ୍ତନ କରି ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ ପ୍ରାର୍ଥୀ କରାଯାଇଛି।

Post Views: 77
Share200Tweet125Send
Voice of Victims

Voice of Victims

Recent Posts

  • ଭାଷା ଓ ସାହିତ୍ୟ ରେ ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ପୁରୀ ର ଗୀତାଞ୍ଜଳି ପଣ୍ଡା
  • ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ, ପରୀକ୍ଷାର୍ଥୀଙ୍କ ସହ କଥା ହେଲେ ଅତିରିକ୍ତ ନିର୍ଦ୍ଦେଶିକା
  • ଭାରତକୁ ଭୟଙ୍କର ସୁପର ଏଲ୍ ନିନୋ ସଙ୍କଟ, ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍
  • ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ
  • ଓରାଙ୍ଗଉଟାନ ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ STFର ଜୋରଦାର ତଦନ୍ତ, CCTV ଯାଞ୍ଚ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In