• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସନ୍ତାକାଲି ଆସିବେ ମୋଦୀ

by Voice of Victims
May 4, 2024
in ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ଆସିବେ ମୋଦୀ

ଭୁବନେଶ୍ୱର: ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୪ଟି ଲୋକସଭା ଆସନ ସହ ୨୮ ବିଧାନସଭା ଆସନ ପାଇଁ ପଡିବ ଭୋଟ । ଏଥିପାଇଁ ଚାରିଆଡେ ଚାଲିଛି ଜୋରଦାର ପ୍ରଚାର । ଲଗାତାର କେନ୍ଦ୍ରର ହେବିଓ୍ବେଟ ନେତାମାନେ ଓଡ଼ିଶା ଗସ୍ତ କରି ହାଇଭୋଲଟେଜ ପ୍ରଚାର କରି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଆଗକୁ ନିର୍ବାଚନ ଥିବାରୁ ରାଜ୍ୟକୁ ଛୁଟିଛି କେନ୍ଦ୍ରୀୟ ନେତାଙ୍କ ସୁଅ । ଏହି କ୍ରମରେ ଆସନ୍ତାକାଲି  ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In