• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ଜୁନ୍ ୧ ଯାଏଁ ଅନ୍ତରୀଣ ଆଶ୍ଵସ୍ତି ଦେଲେ ସୁପ୍ରିମକୋର୍ଟ

by Voice of Victims
May 10, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ଜୁନ୍ ୧ ଯାଏଁ ଅନ୍ତରୀଣ ଆଶ୍ଵସ୍ତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶୁଣାଣି ସମୟରେ କୋର୍ଟ ସମସ୍ତ ଯୁକ୍ତି ଶୁଣିବା ପରେ କହିଛନ୍ତି ଯେ, ଆମେ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିବାକୁ ଯାଉଛୁ। ଏହି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ବିରୋଧ ଆବେଦନ ଉପରେ ଶୁଣାଣି କରିବାକୁ ଓକିଲ ଅଭିଷେକ ମନୁ ସିଂହଭି ଦାବି କରିଥିଲେ। ଏ ସମ୍ପର୍କରେ ସୁପ୍ରିମକୋର୍ଟ କହିଛନ୍ତି ଯେ, ଆସନ୍ତା ସପ୍ତାହରେ କେଜ୍ରିୱାଲଙ୍କ ଏହି ଆବେଦନ ଉପରେ ବିତର୍କ ଶେଷ କରିବାକୁ ଚେଷ୍ଟା କରିବ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପାଙ୍କର ଦତ୍ତଙ୍କ ଖଣ୍ଡପୀଠଙ୍କୁ ଅରବିନ୍ଦ କେଜ୍ରିୱାଲଙ୍କୁ ସମୟ ଶେଷ ହେବା ପରେ ଆତ୍ମସମର୍ପଣ କରିବା ପାଇଁ ଇଡି ପକ୍ଷରୁ ହାଜର ହୋଇଥିବା ସଲିସିଟର ଜେନେରାଲ ଅନୁରୋଧ କରିଥିଲେ। ଏହା ଉପରେ କୋର୍ଟ କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜୁନ୍ ୨ ତାରିଖରେ ତ୍ମସମର୍ପଣ କରିବାକୁ ପଡ଼ିବ। ଅନ୍ତରୀଣ ଜାମିନ ପ୍ରଦାନ ବେଳେ ସର୍ତ୍ତ ସମ୍ପର୍କରେ କୋର୍ଟ କିଛି କହି ନାହାଁନ୍ତି।

Post Views: 43
Tags: Arvind Kejriwal to be released from jail
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In