• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆଲମଗିର ଆଲାମଙ୍କୁ ଝଟକା: ୬ ଦିନ ଇଡି ହେପାଜତକୁ ପଠାଇଲେ କୋର୍ଟ

by Voice of Victims
May 16, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଆଲମଗିର ଆଲାମଙ୍କୁ ଝଟକା: ୬ ଦିନ ଇଡି ହେପାଜତକୁ ପଠାଇଲେ କୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଆଲମଗିର ଆଲାମ ଆଜି ଅର୍ଥ ହେରଫେର ମାମଲାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କୋର୍ଟ ଆଲାମଙ୍କୁ ୬ ଦିନ ରିମାଣ୍ଡରେ ପଠାଇଛନ୍ତି। ତାଙ୍କ ସହାୟକଙ୍କ ଘର ଭିତରୁ ନଗଦ ଟଙ୍କା ଜବତ ହେବା ପରେ ବୁଧବାର ଦିନ ଇଡି ଦ୍ୱାରା ଆଲମଗିର ଆଲାମଙ୍କୁ ଗିରଫ କରାଯାଇଥିଲା। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ତାଙ୍କୁ ରିମାଣ୍ଡରେ ନେଇ ଆଜି କୋର୍ଟରେ ଉପସ୍ଥାପନ କରିଛି। ବାସ୍ତବରେ, ମେ ୬ ତାରିଖରେ ଇଡି ଆଲାମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ କୁମାର ଲାଲ (୫୨) ଏବଂ ଘରୋଇ ସହାୟକା ଜାହାଙ୍ଗୀର ଆଲାମ (୪୨) ଙ୍କ ଘର ଉପରେ ଚଢାଉ କରିଥିଲା। ଏହି ଘଟଣାରେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ୩୬ କୋଟିରୁ ଅଧିକ ଟଙ୍କା ଜବତ କରିଥିଲା।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In