• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର !

by Voice of Victims
May 23, 2024
in ଦେଶ ବିଦେଶ, ମୁଖ୍ୟ ଖବର
କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର !

ନୂଆଦିଳ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲ ଜୁନ ୨ରେ ଆତ୍ମସମର୍ପଣ କରିବେ। ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ସୁପ୍ରିମକୋର୍ଟ ତାଙ୍କୁ ମେ ୧୦ ରେ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଏହାକୁ ନେଇ କେଜରିଓ୍ବାଲ କହିଛନ୍ତି କି, ଜେଲରୁ ସରକାର ଚଳାଇବାକୁ କୋର୍ଟଙ୍କ ଅନୁମତି ମାଗିବି। ଯଦି ମୁଁ ଇସ୍ତଫା ଦିଏ, ତେବେ ବିରୋଧୀ ଦଳର ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପାଇଁ ଭାଜପା ସରକାରଙ୍କୁ ମଉକା ମିଳିଯିବ। ଗଣତନ୍ତ୍ର ପାଇଁ ଏହା ଅତ୍ୟନ୍ତ ବିପଜ୍ଜନକ ହେବ। ମାର୍ଚ୍ଚ ୨୧ରେ ଆମ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ଇଡି (ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ) ଗିରଫ କରିଥିଲା। ସେବେଠାରୁ ଭାଜପା ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଦାବି କରିଆସୁଛି। ଏହି କ୍ରମରେ ସେ କହିଛନ୍ତି, ଆମ ଦଳ ୨୦୧୫ ବିଧାନସଭା ନିର୍ବାଚନରେ ୬୭ ଟି ଏବଂ ୨୦୨୦ ନିର୍ବାଚନରେ ୬୨ ଟି ସିଟ ପାଇଛି। ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଦେଖିଲେ ଯେ, ମୋତେ ଦିଲ୍ଲୀରେ ପରାସ୍ତ କରିପାରିବେ ନାହିଁ, ସେତେବେଳେ ସେ ମୋତେ ଗିରଫ କରିବାକୁ ଷଡଯନ୍ତ୍ର କରିଥିଲେ। ସେମାନେ ମୋତେ ଗିରଫ କଲେ ଯାହାଦ୍ୱାରା ମୁଁ ଇସ୍ତଫା ଦେଇଦେବି। କିନ୍ତୁ, ମୁଁ ସେମାନଙ୍କ ଷଡଯନ୍ତ୍ରକୁ ସଫଳ ହେବାକୁ ଦେବି ନାହିଁ । ଏକ୍ସାଇଜ ପଲିସି ସହିତ ଜଡିତ ମାମଲା ନକଲି ଅଟେ।

Post Views: 35
Tags: I will not resignKejriwal's big statement
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In