• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରଶାନ୍ତ ଜଗଦ୍ଦେବ ଗିରଫ, ବୁଥ ଭିତରେ ଭଙ୍ଗାରୁଜା ଅଭିଯୋଗରେ ଗଲେ ଜେଲ

by Voice of Victims
May 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରଶାନ୍ତ ଜଗଦ୍ଦେବ ଗିରଫ, ବୁଥ ଭିତରେ ଭଙ୍ଗାରୁଜା ଅଭିଯୋଗରେ ଗଲେ ଜେଲ

ଭୁବନେଶ୍ବର: ଶନିବାର ବିଳମ୍ବିତ ରାତିରେ ଗିରଫ ହୋଇଛନ୍ତି ଚିଲିକା ବିଧାୟକ ତଥା ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ସେ ବେଗୁନିଆରେ ଭୋଟ ଦେବା ବେଳେ ବୁଥ ଭିତରେ ଭଙ୍ଗାରୁଜା କରିଥିବାର ଅଭିଯୋଗ ହୋଇଛି। ଫଳରେ ସେତେବେଳେ ପୋଲିସ ତାଙ୍କୁ ନିଜ ଅଧିନକୁ ନେଇ ପଚରାଉଚୁରା କରିଥିଲା। ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରାଯାଇଥିଲା। ଜାମିନୀ ନାମାଞ୍ଜୁର ହେବା ପରେ ଜେଲ ଯାଇଥିବା ଜଣାପଡିଛି।ଘଟଣାରୁ ଜଣାପଡିଛି ଯେ, ଗତକାଲି ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ପ୍ରଶାନ୍ତ ଭୋଟ ଦେଉଥିଲେ। ଏହି ସମୟରେ ତାଙ୍କ ସହିତ ସେଠାରେ ଭୋଟ ଦେବାକୁ ଥିବା ଲୋକଙ୍କ ସହିତ ଝଗଡା ହେଲା। ଏହାପରେ ପ୍ରଶାନ୍ତ କୁଆଡେ ବୁଥ ଭିତରେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏହାପରେ ସେଠାରେ ତୁମୁଳ କାଣ୍ଡ ହେବା ପରେ ପୋଲିସ ପ୍ରଶାନ୍ତଙ୍କୁ ନିଜ ହେପାଜତକୁ ନେଇ ଆସି ପରେ ଗିରଫ କରିଛି।

Post Views: 30
Tags: Prashant Jagaddev arrested
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In