• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ୱରରେ ପୁଲିସ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ,୯ ମହିଳା ପୁଲିସ କର୍ମଚାରୀ ଆହତ

by Voice of Victims
May 28, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ୱରରେ ପୁଲିସ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ,୯ ମହିଳା ପୁଲିସ କର୍ମଚାରୀ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଏକ ପୁଲିସ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୯ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ମହିଳା ପୁଲିସ୍‌ କର୍ମଚାରୀଙ୍କୁ ଧରି ଗାଡ଼ିଟି କେନ୍ଦ୍ରାପଡ଼ାକୁ ନିର୍ବାଚନୀ ଡ୍ୟୁଟି ଅଭିମୁଖେ ଯାଉଥିଲା। କେନ୍ଦ୍ରାପଡ଼ାରେ ଆସନ୍ତା ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ମାତ୍ର ବାଣୀବିହାର ସତସଙ୍ଗ ପାର୍କ ଆଗରେ ଗାଡ଼ିଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୯ ମହିଳା ପୁଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି।ଖବର ପାଇ ତୁରନ୍ତ ସ୍ଥାନୀୟ ପୁଲିସ୍‌ ପହଞ୍ଚି ଆହତ ମହିଳା ପୁଲିସ୍‌ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସମସ୍ତେ ବିପଦମୁକ୍ତ ଥିବା ଜଣାଯାଇଛି।

Post Views: 36
Tags: Bhubaneswar police car accident
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In