• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଓଡିଶା ବିଧାନସଭା ନିର୍ବାଚନ: ତିନି ମୁଖ୍ୟ ଦଳର ସଭାପତି ଦେଖିଲେ ପରାଜୟର ମୁହଁ

by Voice of Victims
June 4, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶା ବିଧାନସଭା ନିର୍ବାଚନ: ତିନି ମୁଖ୍ୟ ଦଳର ସଭାପତି ଦେଖିଲେ ପରାଜୟର ମୁହଁ

ଭୁବନେଶ୍ବର (ଭିଓଭି): ସଦ୍ୟ ସମାପ୍ତ ଓଡିଶା ବିଧାନସଭା ନିର୍ବାଚନରେ ତିନି ପ୍ରମୁଖ ଦଳର ସଭାପତିଙ୍କୁ ପରାଜୟର ମୁହଁ ଦେଖିବାକୁ ପଡିଛି। କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ନୂଆପଡା ନିର୍ବାଚନ ମଣ୍ଡଳୀରେ ଶୋଚନୀୟ ପରାଜୟ ବରଣ କରଛନ୍ତି। ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀରୁ ସ୍ଵଳ୍ପ ବ୍ୟବଧାନରେ ପରାଜୟ ଲଭିଛନ୍ତି। ସେହିପରି ବିଜେଡି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ହିଞ୍ଜିଳିରୁ ଜିତିଥିଲେ ମଧ୍ୟ କଣ୍ଟାବାଞ୍ଝି ନିର୍ବାଚନ ମଣ୍ଡଳୀରୁ ହାରିଯାଇଛନ୍ତି। ଏହିପରି ଭାବରେ ତିନି ପ୍ରମୁଖ ଦଳର ସଭପତି ଏଥର ବିଧାନସଭା ନିର୍ବାଚନରେ ପରାଜୟର ମୁହଁ ଦେଖିଛନ୍ତି।

Post Views: 44
Share213Tweet133Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In