• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପାଣ୍ଡିଆନ କାହିଁକି ଦିଲ୍ଲୀ ଗଲେ, ସ୍ପଷ୍ଟିକରଣ ଦେଲା ବିଜେଡି

by Voice of Victims
June 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପାଣ୍ଡିଆନ କାହିଁକି ଦିଲ୍ଲୀ ଗଲେ, ସ୍ପଷ୍ଟିକରଣ ଦେଲା ବିଜେଡି

ଭୁବନେଶ୍ବର: ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। ବିଜେଡିର ବଡ ବିପର୍ଯ୍ୟୟର କାରଣ ପାଣ୍ଡିଆନ ବୋଲି କୁହାଯାଉଛି। ଫଳରେ ସେ ବର୍ତ୍ତମାନ କେଉଁଠି ଅଛନ୍ତି ସେ ନେଇ ବିଭିନ୍ନ ଗଣମାଧ୍ୟମ ତଥା ସାମାଜିକ ଗଣମାଧ୍ୟମରେ ବେଶ ଚର୍ଚ୍ଚା ଚାଲିଛି। ତେବେ ପାଣ୍ଡିଆନ ବର୍ତ୍ତମାନ ଦିଲ୍ଲୀ ଯାଇଛନ୍ତି ବୋଲି କେତେକ ଗଣମାଧ୍ୟମରେ ଖବର ପ୍ରକାଶ କରାଯାଇଛି। ଏପରିକି ନବୀନ ତାଙ୍କୁ ବାହାର କରିଦେଲେ ବୋଲି ସେହି ଗଣମାଧ୍ୟମରେ ଖବର ପ୍ରଚାର ହେଉଛି।ଏହାକୁ ନେଇ ବିଜେଡି ଶଙ୍ଖ ଭବନରେ ଏକ ସ୍ପଷ୍ଟି କରଣ ଦେଇଛି। ଦଳର ନେତା ତଥା ସାଂସଦ ସସ୍ମିତ ପାତ୍ର ସାମ୍ବାଦିକ ସମ୍ମିଳନୀ କରି ଏହା ଉପରେ ମତ ରଖିଛି। ଦଳ କହିଛି ଯେ, ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି। ହେଲେ ତାଙ୍କ ଗସ୍ତକୁ ନେଇ କେତେକ ଗଣମାଧ୍ୟମରେ ଯେପରି ଖବର ପ୍ରସାରଣ ହେଉଛି ତାହା ସେପରି କରା ନ ଯାଉ ବୋଲି ସସ୍ମିତ କହିଛନ୍ତି।

Post Views: 26
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In