• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଜେଡିର ପରାଜିତ ପ୍ରାର୍ଥୀଙ୍କୁ ନେଇ ବୈଠକ କଲେ ନବୀନ

by Voice of Victims
June 7, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ବିଜେଡିର ପରାଜିତ ପ୍ରାର୍ଥୀଙ୍କୁ ନେଇ ବୈଠକ କଲେ ନବୀନ

ଭୁବନେଶ୍ବର: ଗୁରୁବାର ଦିନ ବିଜେଡି ସଭାପତି ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ହାରିଯାଇଥିବା ପ୍ରାର୍ଥୀମାନଙ୍କର ବୈଠକ କରିଥିଲେ। ନବୀନ ନିବାସରେ ଆୟୋଜିତ ଏହି ବୈଠକରେ ନବୀନ ପରାଜୟର ସମୀକ୍ଷା କରିଥିଲେ। ସେମାନଙ୍କୁ ଆହୁରି ଅଧିକ କାମ କରିବା ପାଇଁ ନବୀନ ପରାମର୍ଶ ଦେଇଥିଲେ। ହାରିଯାଇଥିଲେ ମଧ୍ୟ ଲୋକଙ୍କ ସେବା କରିବାରେ କୌଣସି ଅବହେଳା ନ କରିବା ପାଇଁ ସେ କହିଥିଲେ। ବୈଠକ ପରେ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ, ଦଳର ବିପର୍ଯ୍ୟୟର କାରଣ ଖୋଜିବା ପାଇଁ ଏକ କମିଟି ଗଠନ କରାଯିବ। ସେହି କମିଟି ତର୍ଜମା କରି ଏକ ରିପୋର୍ଟ ପ୍ରସ୍ତୁତ କରି ସଭାପତିଙ୍କୁ ପ୍ରଦାନ କରିବେ। ତେବେ ଏହି ବୈଠକରେ ପାଣ୍ଡିଆନ କାହିଁକି ଯୋଗଦେଲେ ନାହିଁ ବୋଲି ତାଙ୍କୁ ପଚରାଯାଇଥିଲା। ସେ କହିଥିଲେ ଯେ, ବୈଠକରେ କିଏ ଯୋଗଦେବ କିଏ ଯୋଗ ଦେବ ନାହିଁ ତାହା ନବୀନ ନିଷ୍ପତି କରି ଡାକିଛନ୍ତି। ଆମ ଦଳର ନେତା ହେଉଛନ୍ତି ନବୀନ ପଟ୍ଟନାୟକ। ତାଙ୍କ ବ୍ୟତିତ ଦଳ ନେତୃତ୍ବ ଆଉ କେହି ନେଉ ନ ଥିଲେ ବୋଲି ପ୍ରଣବ କହିଛନ୍ତି।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • OSRTCର ସମସ୍ତ ଗାଡିକୁ ଇଭି କରାଯିବ, ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ମନ୍ତ୍ରୀ, ଦୁଇ ବର୍ଷ ପୂର୍ତ୍ତି ନେଇ କରୁଛନ୍ତି ଆଲୋଚନା
  • ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ, ୧୦ ଦିନ ପରେ ନାଁ ଘୋଷଣା କଲା କଂଗ୍ରେସ
  • ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍
  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In