• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

by Voice of Victims
June 27, 2024
in ମୁଖ୍ୟ ଖବର, ରାଜ୍ୟ
ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକଭାବେ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ।  ପ୍ରକାଶ ଯେ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରେ ଏହା ସମସ୍ତଙ୍କ ପ୍ରଥମ ଦିଲ୍ଲୀ ଗସ୍ତ। ଆଜି  ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। 

Post Views: 28
Share202Tweet126Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In