• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଟି-୨୦ରେ ଭାରତକୁ ହରାଇଲା ଜିମ୍ବାୱେ

by Voice of Victims
July 6, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଟି-୨୦ରେ ଭାରତକୁ ହରାଇଲା ଜିମ୍ବାୱେ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପରେ ଚାମ୍ପିୟନ ହେବା ପରେ ପ୍ରଥମ ମୁକାବିଲାରେ ଜିମ୍ବାୱେ ନିକଟରୁ ପରାଜୟର ସାମ୍ନା କରିଛି ଭାରତ। ଟସ୍ ଜିତି ପ୍ରଥମେ ଭାରତୀୟ ଅଧିନାୟକ ଶୁଭମନ ଗିଲ ବୋଲିଂ ନିଷ୍ପତ୍ତି ନେଇଥିଲା ବେଳେ ବୋଲରମାନେ ତାଙ୍କ ନିଷ୍ପତ୍ତିକୁ ସଠିକ ସାବ୍ୟସ୍ତ କରିଥିଲେ। ଜିମ୍ବାୱେ ୨୦ ଓଭରରେ ୯ ୱିକେଟ୍ ହରାଇ ୧୧୫ ରନ ସଂଗ୍ରହ କରିଥିଲା। ୧୧୬ ରନର ବିଜୟ ଲକ୍ଷକୁ ପିଛା କରି ଭାରତୀୟ ଟିମ୍ ପ୍ରାରମ୍ଭିକ ବିପର୍ଯ୍ୟୟର ଶିକାର ହୋଇଥିଲା। ଗୋଟିଏ ପଟେ ଅଧିନାୟକ ଶୁଭମନ ଗିଲ ଦୃଢତାର ସହିତ ବ୍ୟାଟିଂ କରୁଥିବା ବେଳେ ଅନ୍ୟ ବ୍ୟାଟରମାନେ ୱିକେଟ୍ ଫିଙ୍ଗି ଚାଲିଯାଉଥିଲେ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In