• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଘୋଷଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

by Voice of Victims
July 7, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଘୋଷଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ସାରା ଦେଶରୁ ରଥଯାତ୍ରା ଉପଲକ୍ଷେ ଛୁଟୁଛି ଶୁଭେଚ୍ଛାର ସୁଅ  । ଦେଶ ତଥା ବିଶ୍ବର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଚାହିଁ ରହିୁଛନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତିର ମୂଳପୀଠ ପୁରୀଠାରୁ ଆରମ୍ଭ କରି ଦେଶ ଓ ବିଶ୍ୱବ୍ୟାପୀ ରଥଯାତ୍ରା ପାଳନ କରାଯାଉଛି । ଦେଶର ବିଭିନ୍ନ ସ୍ଥାନରେ ରଥଯାତ୍ରାର ନୀତିକାନ୍ତି ଆରମ୍ଭ ହୋଇସାରିଲାଣି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏକ୍ସରେ ଏକ ଭିଡିଓ ପୋଷ୍ଟ କରି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଆଶୀର୍ବାଦ ସର୍ବଦା ଆମ ସମସ୍ତଙ୍କ ଉପରେ ରହୁ ବୋଲି ସେ ପ୍ରାର୍ଥନା କରିଛନ୍ତି । ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କର ପହଣ୍ଡି ବେଳର ଭିଡିଓ ସେୟାର କରି ପ୍ରଧାନମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ପବିତ୍ର ରଥଯାତ୍ରାର ଶୁଭାରମ୍ଭ ପାଇଁ ଅଭିନନ୍ଦନ । ଆମେ ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରଣାମ କରୁଛୁ । ତାଙ୍କ ଆଶୀର୍ବାଦ ସର୍ବଦା ଆମ ଉପରେ ରହିବା ନେଇ ପ୍ରାର୍ଥନା କରୁଛୁ ।’’

Post Views: 34
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In