• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

by Voice of Victims
July 13, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

ଭୁବନେଶ୍ୱର: ରୁଷିଆର ସେଣ୍ଟ ପିଟର୍ସବର୍ଗ ଠାରେ ଆୟୋଜିତ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତିଭା ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଷ୍ଠା ଦେଇଥିବା ବେଳେ ସାରା ଓଡ଼ିଶାକୁ ଗର୍ବିତ କରିଛି। ସେ ଓଡ଼ିଶାର ଓ ସାରା ଦେଶର ଗର୍ବ ଓ ଗୌରବ। ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ବିଜୟୀ ହୋଇ ସେ ବାଲୁକା କଳାରେ ନିଜର ପରାକାଷ୍ଠା ଦେଖାଇ ଚାଲିଛନ୍ତି। ଆଗାମୀ ଦିନରେ ସେ ଆହୁରି ପ୍ରତିଷ୍ଠା ହାସଲ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • OSRTCର ସମସ୍ତ ଗାଡିକୁ ଇଭି କରାଯିବ, ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ମନ୍ତ୍ରୀ, ଦୁଇ ବର୍ଷ ପୂର୍ତ୍ତି ନେଇ କରୁଛନ୍ତି ଆଲୋଚନା
  • ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ, ୧୦ ଦିନ ପରେ ନାଁ ଘୋଷଣା କଲା କଂଗ୍ରେସ
  • ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍
  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In