• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଏଣିକି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

by Voice of Victims
July 15, 2024
in ରାଜ୍ୟ
ଏଣିକି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଆସିବା ପରେ  ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାଛଡ଼ା ବିଭିନ୍ନ ସରକାରୀ ଅଧିକାରୀ ମଧ୍ୟ ବିଭିନ୍ନ ଅଫିସରେ ଲୋକଙ୍କ ଅଭିଯୋଗ ଶୁଶୁଛନ୍ତି । ତେବେ ଏଣିକି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବି ଜନଅଭିଯୋଗ ଶୁଣାଣି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।  ପ୍ରତି ସୋମବାର ଦୁଇ ମନ୍ତ୍ରୀ ରାଜ୍ୟ କାର୍ଯ୍ୟାଳୟରେ ଲୋକଙ୍କ ଅଭିଯୋଗ ଶୁଣିବେ । ଏହି କ୍ରମରେ ଆଜି  ପରିବହନ ମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଅଭିଯୋଗ ଶୁଣୁଛନ୍ତି । ପ୍ରତି ସୋମବାର ଦଳୀୟ କର୍ମୀ, ଶୁଭେଚ୍ଛୁ ଓ ସାଧାରଣ ଲୋକ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଆସି ଅଭିଯୋଗ କରିପାରିବେ ବୋଲି ଶ୍ରୀ ସାମଲ ସୂଚନା ଦେଇଛନ୍ତି । ନ୍ୟାୟ ଦେବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି ସେ କହିଛନ୍ତି ।  ଅନ୍ୟପକ୍ଷରେ ଆଜି ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ବିଭିନ୍ନ ସ୍ଥାନରୁ ସହ ସହ ଅଭିଯୋଗକରି ଆସିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ କ୍ଷ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲାଗିଛି ଗହଳି କ୍ଷ ବିଭିନ୍ନ ବର୍ଗର ଲୋକ ବିଭିନ୍ନ ଅଭିଯୋଗ ନେଇ ଆସିଛନ୍ତି ।  ଲୋକମାନେ ଅଭିଯୋଗ ଶୁଣାଣି ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜ ନିଜର ପଞ୍ଜୀକରଣ କରି ଅଭିଯୋଗ ଗୁଡିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ। 

Post Views: 35
Share199Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In