• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶା ବଜେଟ୍‌ ୨୦୨୪: ଓଡିଶାରେ ଚାଲୁ ରହିବ ବିଏସକେୱାଇ, ହେଲେ ବଦଳିଲା ନାମ

by Voice of Victims
July 25, 2024
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶା ବଜେଟ୍‌ ୨୦୨୪: ଓଡିଶାରେ ଚାଲୁ ରହିବ ବିଏସକେୱାଇ, ହେଲେ ବଦଳିଲା ନାମ

ଭୁବନେଶ୍ବର: ରାଜ୍ୟରେ ବିଏସକେୱାଇ ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ରହିବ। ଏହା ବନ୍ଦ ହେବ ନାହିଁ। ହେଲେ ଏହାର ନାମ ପରିବର୍ତ୍ତନ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଧାନସଭାରେ ବଜେଟ ଉପସ୍ଥାପନା ବେଳେ ତାହା ସ୍ପଷ୍ଟ ହୋଇଛି। ଏହାର ନାମ ପରିବର୍ତ୍ତନ କରାଯାଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଚଳିତ ଆର୍ଥିକ ବର୍ଷ ପାଇଁ ବ୍ୟୟ ବରାଦ ମଧ୍ୟ କରିଛନ୍ତି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ବଜେଟ ଭାଷଣ ଦେଉଥିବା ବେଳେ ସେ କହିଛନ୍ତି ଯେ, ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ଯୋଜନା ଅଧିନରେ ଗରିବ ଶ୍ରେଣୀର ଲୋକେ ପୁରଷମାନେ ପାଞ୍ଚ ଏବଂ ମହିଳାମାନେ ଦଶ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ। ଫଳରେ ବିଏସକେୱାଇ ସ୍ଥାନରେ ବର୍ତ୍ତମାନ ଜିଜଏୱାଇ ଲାଗୁ ହେବ।

Post Views: 65
Tags: Odisha Budget 2024: BSKY will continue in Odisha
Share199Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In