• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ହୀରାକୁଦ ଡ୍ୟାମ୍‌:୧୪ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

by Voice of Victims
July 28, 2024
in ମୁଖ୍ୟ ଖବର, ରାଜ୍ୟ
ହୀରାକୁଦ ଡ୍ୟାମ୍‌:୧୪ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଭୁବନେଶ୍ୱର: ଆଜି ହୀରାକୁଦ ଡ୍ୟାମ୍‌ର ଗେଟ୍ ଖୋଲା ଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଛି। ଏବେ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ବେଳେ ଅପରାହ୍ନ ଦୁଇଟା ପରେ ଆଉ ୬ଟି ଗେଟ୍ ଖୋଲାଯିବ। ଆଜି ମୋଟ ୨୦ଟି ଗେଟ୍ ଖୋଲାଯିବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଛି। ସକାଳ ୯ଟା ବେଳେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍‌ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ବାମ ପାର୍ଶ୍ୱର ଆଉ ୪ଟି ଗେଟ୍ ସହିତ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଖୋଲା ଯାଇଥିଲା। ପରେ ଦିନ ସାଢ଼େ ୧୨ଟା ବେଳକୁ ଆଉ ୭ଟି ଗେଟ୍ ଖୋଲାଯାଇଥିଲା।ହୀରାକୁଦ ଡ୍ୟାମର ଏତେ ସଂଖ୍ୟକ ଗେଟ୍ ଖୋଲାଯାଇଥିଲେ ହେଁ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ଖଇରମାଳ ଓ ମୁଣ୍ଡଳିରେ ସାଢ଼େ ୪ ଲକ୍ଷ କ୍ୟୁସେକ୍‌ ପ୍ରବେଶ କରିବ। ୯ ଜିଲ୍ଲାକୁ ଏସ୍‌ଆରସିଙ୍କ ତରଫରୁ ସତର୍କ ରହିବାକୁ କୁହାଯାଇଛି। 

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ
  • ଗ୍ରାମେ ଗ୍ରାମେ ପ୍ରବେଶ ଉତ୍ସବର ଉତ୍ସାହ – ଶିଶୁ ବାଟିକା ପାଇଁ ଘରେ ଘରେ ନିମନ୍ତ୍ରଣ, ଶିକ୍ଷା ପାଇଁ ଦ୍ୱାର ଦ୍ୱାର ବୁଲି ଅଭିଭାବକ ଓ ଶିଶୁଙ୍କୁ ନିମନ୍ତ୍ରଣ ଜଣାଇଲେ ବାଚସ୍ପତି
  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In