• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ ଅବଧି

by Voice of Victims
August 1, 2024
in ମୁଖ୍ୟ ଖବର, ରାଜ୍ୟ
ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ ଅବଧି

ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମଏଫବିଓ୍ବାଇ)ରେ ଆବେଦନ ଅବଧି ବୃଦ୍ଧି କରାଯାଇଛି। କେବଳ ଓଡ଼ିଶାର ଚାଷୀମାନଙ୍କ ପାଇଁ ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ୟ୍ୟନ୍ତ ଆବେଦନ ସମୟୀସୀମା ବଢ଼ାଇଛନ୍ତି କେନ୍ଦ୍ର ସରକାର। ଚଳିତ ଖରିଫ ଋତୁ ଚାଷ ପାଇଁ କଟ୍‌ ଅଫ ମଧ୍ୟ ବୃଦ୍ଧି କରାଯାଇଛି। ସର୍ବାଧିକ ପଞ୍ଜୀକରଣ ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସମବାୟ ଆୟୁକ୍ତଙ୍କ ନିକଟକୁ ଚିଠି କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବଦେନ ଅବଧି ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ଧାର୍ୟ୍ୟ ହୋଇଥିଲା।

Post Views: 62
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In