• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଶ୍ଵାଳ ସାହି ଟ୍ରାନ୍ସଫର୍ମରରେ ମାଡ଼ିଗଲାଣି ଗଛଲତା

by Voice of Victims
August 1, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଶ୍ଵାଳ ସାହି ଟ୍ରାନ୍ସଫର୍ମରରେ ମାଡ଼ିଗଲାଣି ଗଛଲତା

ସତ୍ୟବାଦୀ (ଦୁର୍ଗେଶ ମିଶ୍ର): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ପଞ୍ଚାୟତର ବିଶ୍ବାଳ ସାହିର ଗାଁ ମୁଣ୍ଡରେ ଥିବା ଟ୍ରାନ୍ସଫର୍ମରଟି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଗଛଲତା ଦ୍ବାରା ଆବୃତ ଏହି ଟ୍ରାନ୍ସଫର୍ମରେ କେତେବେଳେ ଯେ ଦୁର୍ଘଟଣା ଘଟିବ ସେଥିପାଇଁ ଅଞ୍ଚଳବାସୀ ଚିନ୍ତାରେ ରହିଛନ୍ତି । ଏଥିପ୍ରତି ଦୃଷ୍ଟି ଦେବା ସଙ୍ଗେ ସଙ୍ଗେ ତୁରନ୍ତ ପଦକ୍ଷେପ ନେବା ପାଇଁ ସାମାଜିକ କର୍ମୀ ଓ ଟୁଇଟର ଆକ୍ଟିଭିଷ୍ଟ ସଂଜୀବ ବଳିଆରସିଂ ବିଭାଗୀୟ ଅଧିକାରୀଙ୍କୁ ଏକ୍ସ ମାଧ୍ୟମରେ ଅନୁରୋଧ ଜଣାଇଛନ୍ତି।

Post Views: 79
Share204Tweet127Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In