• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ହିମାଚଳପ୍ରଦେଶରେ ଭୂକମ୍ପ, ତୀବ୍ରତା ୩.୨ ରେକର୍ଡ

by Voice of Victims
August 2, 2024
in ଦେଶ ବିଦେଶ, ମୁଖ୍ୟ ଖବର
ହିମାଚଳପ୍ରଦେଶରେ ଭୂକମ୍ପ, ତୀବ୍ରତା ୩.୨ ରେକର୍ଡ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ ମଧ୍ୟରେ ଶୁକ୍ରବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ହିମାଚଳ ପ୍ରଦେଶର ଲାହୋଲ –ସ୍ପିତିରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୨ ରେକର୍ଡ କରାଯାଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ, ଭୂକମ୍ପର ଗଭୀରତା ଭୂମି ଠାରୁ ୫ କିଲୋମିଟର ଗଭୀର ବୋଲି ଜଣାପଡିଛି । ଏଥିରେ କୌଣସି ଧନଜୀବନର କ୍ଷତି ହୋଇ ନାହିଁ ବୋଲି ସୂଚନା ମିଳିଛି । ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ । ବାଦଲ ଫଟା ବର୍ଷା କାରଣରୁ ଲୋକଙ୍କ ସ୍ଥିତି ବେହାଲ୍‌ ହୋଇଥିବା ବେଳେ ଭୂକମ୍ପ ଅନୁଭୂତ ହେବାକୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

Post Views: 32
Tags: Earthquake in Himachal Pradesh
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In