• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦୁର୍ଘଟଣାରେ ଜଳିଗଲା କାର

by Voice of Victims
August 4, 2024
in ମୁଖ୍ୟ ଖବର, ରାଜ୍ୟ
ଦୁର୍ଘଟଣାରେ ଜଳିଗଲା କାର

ଭୁବନେଶ୍ବର:ପୁରୀ ଜିଲା ପିପିଲି ଅନ୍ତର୍ଗତ ଦାଣ୍ଡମୁକୁନ୍ଦପୁର ବାହାବଜା ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଏକ ଷଣ୍ଢକୁ ବଞ୍ଚାଇବାକୁ ଯାଇ କାର ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଦୁର୍ଘଟଣା ପରେ କାରରେ ନିଆଁ ଲାଗି ଚାହୁଁଚାହୁଁ କାର ହୁତୁ ହୁତୁ ହୋଇ ଜଳିଯାଇଛି। ତେବେ ସୌଭାଗ୍ୟବଶତଃ କାରରେ ଥିବା ଯାତ୍ରୀଙ୍କ ଜୀବନ ବଞ୍ଚିଯାଇଛି। ଭୁବନେଶ୍ବରରୁ ପୁରୀ ଅଭିମୁଖେ ଓଲା ସ୍କୁଟି ଓ କାର୍‌ ଆସୁଥିଲା। ଏହି ସମୟରେ ହଠାତ୍‌ ରାସ୍ତା ଉପରକୁ ଏକ ଷଣ୍ଢ ପଳାଇ ଆସିଥିଲା । ଫଳରେ କାର୍‌ ଡ୍ରାଇଭର ଗାଡ଼ି ବାମପଟକୁ କାଟିବାରୁ ସ୍କୁଟିରେ ମାଡ଼ ହୋଇଥିଲା। ଦୁର୍ଘଟଣାପରେ ୨ ଗାଡ଼ି ରାସ୍ତାକଡ଼କୁ ଖସି ପଡ଼ିଥିଲା। କାରରେ ହଠାତ୍‌ ନିଆଁଲାଗି ଯାଇଥିଲା। ପିପିଲି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାରରେ ୩ ମାସର ଛୁଆକୁ ମିଶାଇ ୪ ଜଣ ଥିଲେ। ଏହି ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇ ନାହିଁ।

Post Views: 66
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In