• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସିଏମଙ୍କ ଘୋଷଣା: ସ୍ୱାଧୀନତା ସଂଗ୍ରାମୀ ପରିବାରକୁ ମିଳିବ ଭତ୍ତା

by Voice of Victims
August 9, 2024
in ମୁଖ୍ୟ ଖବର, ରାଜ୍ୟ
ସିଏମଙ୍କ ଘୋଷଣା: ସ୍ୱାଧୀନତା ସଂଗ୍ରାମୀ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍‌ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା ପ୍ରଦାନ କରିବେ। ଏନେଇ ଖୁବ୍‌ଶୀଘ୍ର ସ୍ବାଧୀନତା ସଂଗ୍ରାମୀ ପରିବାରକୁ ଚିହ୍ନଟ କରାଯିବ। ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ  ଏହି ଘୋଷଣା କରିଛନ୍ତି।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In