• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଏସସି/ଏସଟି ସାଂସଦଙ୍କ ପ୍ରତିନିଧି ଦଳକୁ ଭେଟିଲେ ପ୍ରଧାନମନ୍ତ୍ରୀ

by Voice of Victims
August 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଏସସି/ଏସଟି ସାଂସଦଙ୍କ ପ୍ରତିନିଧି ଦଳକୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏସ/ଏସଟି ସାଂସଦଙ୍କ ଏକ ପ୍ରତିନିଧି ଦଳକୁ ଭେଟିବା ସହ ଏସ/ଏସଟି ସମ୍ପ୍ରଦାୟକୁ ସଶକ୍ତ କରିବା ସହ ସେମାନଙ୍କ ବିକାଶ ଦିଗରେ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ଏକ ଏକ୍ସ ପୋଷ୍ଟରେ ଲେଖିଛନ୍ତି ଯେ ଆଜି ଏସ/ଏସଟି ସାଂସଦଙ୍କ ଏକ ପ୍ରତିନିଧି ଦଳକୁ ଭେଟିଲି। ଏସ/ଏସଟି ସମ୍ପ୍ରଦାୟର ସଶକ୍ତିକରଣ ଏବଂ କଲ୍ୟାଣ ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇଲି।

Post Views: 27
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In