• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

by Voice of Victims
August 12, 2024
in ମୁଖ୍ୟ ଖବର, ରାଜ୍ୟ
ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ଗସ୍ତରେ  ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏଥିସହ ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥ ନେଇ ଆଲୋଚନାର କାର୍ୟ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ୟ୍ୟକ୍ରମ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।

Post Views: 43
Share199Tweet125Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In