• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

by Voice of Victims
August 15, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀରେ ସେମାନଙ୍କୁ ଭେଟିବା ସମୟରେ ଶ୍ରୀ ମୋଦୀ ଅଲିମ୍ପିକ୍ସ କ୍ରୀଡ଼ା ବିଷୟରେ ସେମାନଙ୍କ ଅନୁଭୂତି ଶୁଣିବା ସହ କ୍ରୀଡ଼ା କ୍ଷେତ୍ରରେ ସେମାନଙ୍କ ସଫଳତାକୁ ପ୍ରଶଂସା କରିଥିଲେ। ଶ୍ରୀ ମୋଦୀ କହିଛନ୍ତି ଯେ, ପ୍ୟାରିସ୍ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ। ଭାରତ ସରକାର କ୍ରୀଡ଼ାକୁ ସମର୍ଥନ ଜାରି ରଖିବେ ଏବଂ ଏକ ଉନ୍ନତମାନର କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ସୁନିଶ୍ଚିତ କରିବେ। ଏକାଧିକ ଏକ୍ସ ପୋଷ୍ଟ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି; ‘‘ପ୍ୟାରିସ୍ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ କଥାବାର୍ତ୍ତା କରିବା ଆନନ୍ଦଦାୟକ ଥିଲା। ଅଲିମ୍ପିକ୍ସ କ୍ରୀଡ଼ା ବିଷୟରେ ସେମାନଙ୍କ ଅନୁଭୂତି ଶୁଣିବା ସହ କ୍ରୀଡ଼ା ପଡ଼ିଆରେ ସେମାନଙ୍କ ସଫଳତାକୁ ପ୍ରଶଂସା କରିଛି। ପ୍ୟାରିସ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ। ଭାରତ ସରକାର କ୍ରୀଡ଼ାକୁ ସମର୍ଥନ ଜାରି ରଖିବେ ଏବଂ ଏକ ଉନ୍ନତମାନର କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ସୁନିଶ୍ଚିତ କରିବେ।’’

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In