• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଚଳିତ ବର୍ଷ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ : ଆଇନ ମନ୍ତ୍ରୀ

by Voice of Victims
August 19, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚଳିତ ବର୍ଷ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ : ଆଇନ ମନ୍ତ୍ରୀ

ଭୁବନେଶ୍ବର : ଛାତ୍ରସଂସଦ ନିର୍ବାଚନ ନେଇ ଛାତ୍ରଛାତ୍ରୀ ଦ୍ୱନ୍ଦରେ ରହିଥିବା ବେଳେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଚଳିତ ବର୍ଷ ନିର୍ବାଚନ ହେବ ନାହିଁ ବୋଲି କହିଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଆସନ୍ତା ବର୍ଷଠୁ କଲେଜରେ ଛାତ୍ର ସଂସଦ ନିର୍ବାଚନ ହେବ। ସେପ୍ଟେମ୍ବର ମାସ ରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପର ଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ ପାରିନି। ଛାତ୍ର ସଂସଦ ନିର୍ବାଚନ ପାଇଁ ଏ ନେଇ କଲେଜ ଗୁଡିକୁ ପ୍ରସ୍ତୁତ କରାଯିବ ଆସନ୍ତା ବର୍ଷ କଲେଜ ଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ। ସେ ନେଇ ନିଷ୍ପତି ହୋଇ ସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଚଳିତ ବର୍ଷ ମହାବିଦ୍ୟାଳୟଗୁଡିକରେ ଛାତ୍ରସଂସଦ ନିର୍ବାଚନ ହେବା ନେଇ ଖୋଦ ଉଚ୍ଚଶିକ୍ଷାମନ୍ତ୍ରୀ ଘୋଷଣା କରିବାପରେ ବିଭିନ୍ନ ଛାତ୍ର ସଂଗଠନ ସକ୍ରିୟ ହୋଇ ଉଠିଥିଲେ।

Post Views: 19
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In