• About Us
  • Contact Us
Tuesday, March 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜଧାନୀରେ ଡେଙ୍ଗୁ ;ପଟିଆ ଏକ ନମ୍ବର

by Voice of Victims
August 22, 2024
in ମୁଖ୍ୟ ଖବର, ରାଜ୍ୟ
ରାଜଧାନୀରେ ଡେଙ୍ଗୁ ;ପଟିଆ ଏକ ନମ୍ବର

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ସ୍ଥାନରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପୂର୍ବରୁ ଖଣ୍ଡଗିରି ଏବଂ ଜାଗମରା ଅଞ୍ଚଳରୁ ଅଧିକ ଚିହ୍ନଟ ହେଉଥିବାବେଳେ ଏବେ ପଟିଆ ଏକ ନମ୍ବରରେ ରହିଛି ବୋଲି ଜଣାପଡିଛି। ସେହିପରି ସହିଦନଗର, ସାଲିଆସାହି ଅଞ୍ଚଳରେ ମଧ୍ୟ ଆକ୍ରାନ୍ତ ରହିଛନ୍ତି। ରାଜଧାନୀରେ ଏପର୍ୟ୍ୟନ୍ତ ପ୍ରାୟ ୧୫ହଜାର ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ସେଥିରୁ ୪୩୬ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରେ ଏପର୍ୟ୍ୟନ୍ତ ମୋଟ ୧୯,୧୭୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ୯୧୯ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିରୁ କେବଳ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୪୩୬ଜଣ ଚିହ୍ନଟ ହୋଇଥିବା ବେଳେ ୨୬୮ ରୋଗୀଙ୍କ କୌଣସି ତଥ୍ୟ ନାହିଁ। ସେହିପରି ଅନ୍ୟ ଜିଲାରୁ ୪୫ ଓ ଖୋର୍ଦ୍ଧା ଅଞ୍ଚଳରୁ ୧୭୦ ଚିହ୍ନଟ ହୋଇଥିବା ଜଣାପଡିଛି। ଗତବର୍ଷ ଜୁଲାଇରେ ୫ଶହରୁ ଅଧିକ ରୋଗୀ ଚିହ୍ନଟ ହୋଇଥିବା ବେଳେ ଚଳିତ ବର୍ଷ ଜୁଲାଇରେ ୨୦୨ ଚିହ୍ନଟ ହୋଇଛନ୍ତି। ସେହିପରି ଅଗଷ୍ଟରେ ହଜାରେ ପରେ ମାମଲା ଥିବାବେଳେ ଚଳିତ ବର୍ଷ ଏହାଠାରୁ ଢେର ଗୁଣରେ କମ୍‌‌ ରହିଛି।

Post Views: 41
Share199Tweet125Send
Voice of Victims

Voice of Victims

Recent Posts

  • କ୍ଷମା ପ୍ରାର୍ଥନା କଲା NCERT, ଆପତ୍ତି ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ
  • ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ, ଜର୍ମାନୀର ବିଶିଷ୍ଟ ଐତିହାସିକ ଥିଲେ କୁଲକେ
  • ବଢ଼ିଲା ଗ୍ୟାସ ଟେନସନ୍, ସିଲିଣ୍ଡର ପାଇଁ ଲାଗିଛି ଲମ୍ବା ଲାଇନ୍
  • ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ
  • ବିଶ୍ୱରେ ଯୁଦ୍ଧର ନିଆଁ: ଆକାଶଛୁଆଁ ଅଶୋଧିତ ତୈଳ ଦର, ୧୦୦ ଡଲାର ପାର୍ କଲା ଦର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In