• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ନଦୀକୁ ଖସିଲା ବସ, ୧୪ ଭାରତୀୟ ମୃତ

by Voice of Victims
August 23, 2024
in ଦେଶ ବିଦେଶ, ମୁଖ୍ୟ ଖବର
ନଦୀକୁ ଖସିଲା ବସ, ୧୪ ଭାରତୀୟ ମୃତ

ନୂଆଦିଲ୍ଲୀ: ନେପାଳରେ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି । ଏକ ଯାତ୍ରୀବାହୀ ବସ ନଦୀକୁ ଖସିପଡ଼ିଛି । ଯେଉଁଥିରେ ମୋଟ ୪୦ ଜଣ ଯାତ୍ରୀ ଥିଲେ । ସବୁଠୁ ବଡ଼ କଥା ହେଉଛି ବସରେ ଥିବା ସମସ୍ତ ଯାତ୍ରୀ ଭାରତୀୟ ବୋଲି ପ୍ରାଥମିକ ସୂଚନା ମିଳିଛି । ବସଟି କାଠମାଣ୍ଡୁରୁ ପୋଖରା ଯାଉଥିଲା । ତେବେ କୌଣସି କାରଣରୁ ବସଟି ନେପାଳର  ମାର୍ସାଙ୍ଗଗଡ଼ି ନଦୀକୁ ଖସି ପଡ଼ିଛି । ଖବର ଲେଖା ସୁଦ୍ଧା ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ମୋଟ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

Post Views: 52
Tags: The bus fell into the river
Share202Tweet126Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In