• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ନେପାଳ ବସ୍ ଦୁର୍ଘଟଣାର ପୀଡିତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

by Voice of Victims
August 25, 2024
in ଦେଶ ବିଦେଶ, ମୁଖ୍ୟ ଖବର
ନେପାଳ ବସ୍ ଦୁର୍ଘଟଣାର ପୀଡିତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ବସ୍ ଦୁର୍ଘଟଣାର ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ରାଶି ଘୋଷଣା କରିଛନ୍ତି। ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତ୍ୟେତ ମୃତକଙ୍କ ପରିବାରବର୍ଗଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;

“ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍‌ଏନ୍‌ଆର୍‌ରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ।”

Post Views: 36
Share199Tweet124Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In