• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

by Voice of Victims
August 27, 2024
in ମୁଖ୍ୟ ଖବର, ରାଜ୍ୟ
ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ସବୁ କଳ୍ପନାଜଳ୍ପନାକୁ ପଛରେ ପକାଇ ଶେଷରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ଆଜି ସେ ବିଧାନସଭା ଯାଇ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ଜଗନ୍ନାଥ ବିଜେପି ନେତା ହୋଇଥିଲେ ମଧ୍ୟ ସେ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏପରିକି ତାଙ୍କ ପ୍ରାର୍ଥୀତ୍ବକୁ 10 ଜଣ ବିଧାୟକ ମଧ୍ୟ ପ୍ରସ୍ତାବକ ଥିଲେ। ତେବେ ତାଙ୍କର ପ୍ରାର୍ଥୀତ୍ବକୁ ନେଇ ବିଜେପି ନେତା ତଥା ବିଧାୟକ ସ୍ବଷ୍ଟ କରିଥିଲେ। ଜଗନ୍ନାଥଙ୍କୁ ଡମି ପ୍ରାର୍ଥୀ ଭାବ ନାମାଙ୍କନ ଦାଖଲ କରିବା ପାଇଁ କୁହାଯାଇଥିଲା। କାଳେ ମମତାଙ୍କ ପ୍ରାର୍ଥୀତ୍ବ କଟିଯିବ, ସେ ଭୟରେ ଦଳ ତରଫରୁ ଏପରି କରାଯାଇଥିଲା ବୋଲି କୁହାଯାଇଥିଲା। 

Post Views: 37
Tags: Controversy over Rajya Sabha bypoll candidates has been resolved
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In