• About Us
  • Contact Us
Saturday, August 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା

by Voice of Victims
December 4, 2023
in ମୁଖ୍ୟ ଖବର, ରାଜ୍ୟ
ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ବର: ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରା କୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି।
କାର୍ତ୍ତିକ ପୂର୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା।

Post Views: 281
Share202Tweet127Send
Voice of Victims

Voice of Victims

Recent Posts

  • ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଭାରତ କିମ୍ବା ଓଡ଼ିଶାରେ ହେବ ନାହିଁ ଦୃଶ୍ୟ
  • ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହ, ଛାତ୍ରମାନଙ୍କୁ ଦେଲେ ଗୁରୁମନ୍ତ୍ର
  • ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା, କାନ୍ଧରେ କାଉଡ଼ି, ହାତରେ ପାଣିଭାର—“ବୋଲବମ୍” ଧ୍ୱନିରେ ମୁଖର ରାସ୍ତା
  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା
  • ରୁଷ ତୈଳ କିଣୁଥିବା ଭାରତକୁ ଆମେରିକାର ବଡ଼ ଝଟକା! ସେନେଟ୍‌ରେ ପାସ୍ ହେଲା ପ୍ରତିବନ୍ଧକ ବିଲ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In