• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ

by Voice of Victims
August 29, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

Post Views: 33
Tags: chairman of Jindal Steel and PowerNaveen Jindal
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In