• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସରକାରୀ ଛୁଟି ଘୋଷଣା ‌କଲେ ମୁଖ୍ୟମନ୍ତ୍ରୀ

by Voice of Victims
August 30, 2024
in ମୁଖ୍ୟ ଖବର, ରାଜ୍ୟ
ସରକାରୀ ଛୁଟି ଘୋଷଣା ‌କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ  ପାଇଁ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି। ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପାଳନ ହେବ।  ଏହି ଦିନ ରବିବାର ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ଦିନ (ସୋମବାର) ସରକାରୀ ଛୁଟି ରହିବ। ଫଳରେ ସରକାରୀ କାର୍ୟ୍ୟାଳୟ, ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି କହିଛନ୍ତି, ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପାଳନ ହେବ।  ଏହି ଦିନ ରବିବାର ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ଦିନ (ସୋମବାର) ସରକାରୀ ଛୁଟି ରହିବ। ଫଳରେ ସରକାରୀ କାର୍ୟ୍ୟାଳୟ, ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ। ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବା ନେଇ ସମ୍ବଲପୁରର ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସ ୮ ତାରିଖ ପୂର୍ବାହ୍‌ଣ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବ।

Post Views: 32
Share202Tweet126Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In