• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଜ୍ରପାତ ମୃତ୍ୟୁ: ଓଡ଼ିଶା ଆଗରେ

by Voice of Victims
September 5, 2024
in ମୁଖ୍ୟ ଖବର, ରାଜ୍ୟ
ବଜ୍ରପାତ ମୃତ୍ୟୁ: ଓଡ଼ିଶା ଆଗରେ

ଭୁବନେଶ୍ୱର: ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଓଡ଼ିଶାର ରେକର୍ଡ । ସଂଖ୍ୟାକୁ ତୁଳନା କଲେ ଦେଶ ତୁଳନାରେ ଓଡ଼ିଶା ସବୁଠୁ ଆଗରେ ରହିଛି । ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ଗତ ୫ ବର୍ଷରେ ବଜ୍ରପାତରେ ଓଡ଼ିଶାରେ ମୋଟ ୧୧୦୩ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତରପ୍ରଦେଶ ବଡ଼ ରାଜ୍ୟ ହୋଇଛି ବି ସେଠାରେ ୫ ବର୍ଷରେ ୫୪୨ଜଣଙ୍କ ଜୀବନ ଯାଇଛି । ଓଡ଼ିଶାର ବାଲେଶ୍ୱର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟା ଅଧିକ । ୫ ବର୍ଷରେ ଝାରସୁଗୁଡ଼ାରେ ସବୁଠୁ ଅଧିକ ୭୨ ଓ ବଲାଙ୍ଗୀରରେ ୫୫ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଗବେଷଣା କହୁଛି ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି । ଖଣିଜପଦାର୍ଥ ହେଉଛି ବିଦ୍ୟୁତ ସୁପରିବାହୀ । ନିର୍ଦ୍ଧିଷ୍ଟ କେଉଁଠି ବଜ୍ରପାତ ହେବ ତାହାର ଆକଳନ ପାଇଁ ଜ୍ଞାନକୌଶଳ ନାହିଁ ।  ବଜ୍ରପାତର ସ୍ଥାୟୀ ନିରାକରଣ ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ ।  ଭାରତୀୟ ପାଣିପାଗ ଅନୁଷ୍ଠାନ ତରଫର ତଥ୍ୟ ଅନୁଯାଇ ମୋବାଇଲ ଆପରେ ଜନସାଧାରଣ ଙ୍କୁ ଅବଗତ କରାଯାଉଛି। କେଉଁଠାରେ କ‌େବେ ବଜ୍ରପାତ ହେବ ତାହା ଜାଣିବା ପାଇଁ ବୈଜ୍ଞାନିକମାନେ ସଫଳ ହୋଇନାହାନ୍ତି। ଏନେଇ ଅନୁସନ୍ଧାନ ଜାରି ରହିଛି । କ୍ଷେତ ଓ ସ୍କୁଲରେ ବହୁ ସଂଖ୍ୟକ ଲୋକେ ବଜ୍ରପାତର ଶିକାର ହେଉଛନ୍ତି । ତାଳ ଗଛ ଲଗାଇବା ପାଇଁ ଜଙ୍ଗଲ ବିଭାଗକୁ ରାଜସ୍ବ ବିଭାଗ ୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବଜ୍ରପାତରେ ମୃତ୍ୟୁବରଣ କଲେ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଉଛି ।

Post Views: 29
Share197Tweet123Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In