• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୯ରୁ ଭିତରକନିକାରେ ପକ୍ଷୀ ଗଣନା

by Voice of Victims
September 6, 2024
in ମୁଖ୍ୟ ଖବର, ରାଜ୍ୟ
୯ରୁ ଭିତରକନିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଅଛନ୍ତି ଦେଶୀୟ ପକ୍ଷୀ  ହେବ ଗଣନା । ଆସନ୍ତା ୯ ତାରିଖରୁ ଆରମ୍ଭ ହେବ ଦେଶୀୟ ପକ୍ଷୀ ଗଣନା । ୫ ଦିନ ଏହି ଗଣନା ଚାଲିବା ସହ ୧୩ ତାରିଖରେ ଶେଷ ହେବ । କନିକା ରେଞ୍ଜ ମଠଆଡିଆ, ଲକ୍ଷ୍ମୀପ୍ରସାଦ ଡିଆ, ଦୁର୍ଗାପ୍ରସାଦ ଡିଆ ଓ ରାଜନଗର ରେଞ୍ଜର ବାଲିଡିଆରେ ଏହି ପକ୍ଷୀ ଗଣନା କରାଯିବ। ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯିବା ନେଇ ବନ ବିଭାଗ ଆଶା ରଖିଥିବା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In