• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨ ହଜାର ଫରେଷ୍ଟ ଗାର୍ଡ ପଦବୀ ପୂରଣ ହେବ: ମନ୍ତ୍ରୀ

by Voice of Victims
September 7, 2024
in ମୁଖ୍ୟ ଖବର, ରାଜ୍ୟ
୨ ହଜାର ଫରେଷ୍ଟ ଗାର୍ଡ ପଦବୀ ପୂରଣ ହେବ: ମନ୍ତ୍ରୀ

ଭୁବନେଶ୍ୱର: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ନାୟକ, ଜିଲାପାଳ ବିଶାଳ ସିଂହ, ଡିଏଫ୍‌ଓ ଧନରାଜ ଏଚ. ଡିଙ୍କ ସମେତ ବହୁ ବିଶିଷ୍ଟ ଲୋକ, ମହିଳା ସଦସ୍ୟା, ଭାଜପା ଦଳର ନେତା ଉପସ୍ଥିତ ଥିଲେ। ଏହି ରଥ ବିଭିନ୍ନ ବ୍ଲକର ଗାଁଗଣ୍ଡା ବୁଲି ଲୋକଙ୍କୁ ସୁଭଦ୍ରା ଯୋଜନା ବିଷୟରେ ସଚେତନ କରିବ ବୋଲି ସୂଚନା ମିଳିଛି। 

Post Views: 46
Share199Tweet125Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In