• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆସୁଛି ଆଉ ଏକ ଲଘୁଚାପ

by Voice of Victims
September 12, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଚଳିତ ସପ୍ତାହର ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଟାଇବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିଲା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଅନୁମାନ କରିଛି।

Post Views: 48
Share199Tweet124Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In