• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ସୁଭଦ୍ରା’ରେ ୫୦ ଲକ୍ଷ ପଞ୍ଜୀକରଣ

by Voice of Victims
September 14, 2024
in ମୁଖ୍ୟ ଖବର, ରାଜ୍ୟ
‘ସୁଭଦ୍ରା’ରେ ୫୦ ଲକ୍ଷ ପଞ୍ଜୀକରଣ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ମିଳିବ । ତେବେ ଏହି ଯୋଜନା ପାଇଁ ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷରୁ ଅଧିକ ମହିଳା ପଞ୍ଜୀକରଣ କରିସାରିଲେଣି ।  ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ୧୫ ତାରିଖ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ ତାରିଖରେ ପ୍ରଥମ କିସ୍ତି ପ୍ରଦାନ କରାଯିବ । ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ୱ ଗ୍ରାମରେ  ସୁଭଦ୍ରା ପଦଯାତ୍ରା କରାଯିବ । ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ପର୍ଯ୍ୟନ୍ତ ସୁଭଦ୍ରା ପଦଯାତ୍ରା କରାଯିବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

Post Views: 37
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In