• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନବୀନଙ୍କ ଦାବି: ଭରତପୁର ଘଟଣାର ବିଚାର ବିଭାଗୀୟ ତଦନ୍ତ କରାଯାଉ

by Voice of Victims
September 20, 2024
in ମୁଖ୍ୟ ଖବର, ରାଜ୍ୟ
ନବୀନଙ୍କ ଦାବି: ଭରତପୁର ଘଟଣାର ବିଚାର ବିଭାଗୀୟ ତଦନ୍ତ କରାଯାଉ

ଭୁବନେଶ୍ବର:  ବିରୋଧୀ ଦଳ ନେତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ୟାତନା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି। ମେଜରଙ୍କ ବାନ୍ଧବୀଙ୍କୁ ଯୌନ ନିର୍ୟାତନା ଦିଆଯାଇଛି। ଏହି ଆକ୍ରମଣ ଘଟଣା ଗଭୀର ଆଘାତ ଦେଇଛି। ଘଟଣା ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଛନ୍ତି ନବୀନ। ଏଥିସହ ରାଜ୍ୟସରକାରଙ୍କୁ ସମାଲୋଚନା କରିଛନ୍ତି। ତୁରନ୍ତ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ନବୀନ। ଏହି ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ଭରତପୁରରୁ ନିଲମ୍ବିତ ହୋଇଥିବା ଅନ୍ୟ ପୁଲିସ କର୍ମଚାରୀଙ୍କ ବିରୋଧରେ ରୁଜୁ ହୋଇଛି ଅପରାଧିକ ମାମଲା। ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ୍। ଯୌନ ନିର୍ୟାତନା ଭଳି ସଙ୍ଗୀନ ଦଫାରେ ମାମଲା ରୁଜୁ ହୋଇଛି। ମେଜର ଗୁରୁବନ୍ସ ସିଂହଙ୍କ ଲିଖିତ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ୍ ରୁଜୁ କଲା ମାମଲା କରିଛି । ଅପରାଧୀ ଭଳି ଜେରା ହୋଇଛନ୍ତି ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ତାଙ୍କ ସହଯୋଗୀ। ଗତକାଲି ସାଙ୍ଘାତିକ ଅଭିଯୋଗ ଆଣିଥିଲେ ମେଜରଙ୍କ ବାନ୍ଧବୀ। ପୁଲିସର ବର୍ବରତା କଥା କହିବା ବେଳେ ସେ ଭୋ ଭୋ ହୋଇ କାନ୍ଦିଥିଲେ। ଚରମ ସୀମାରେ ପୁଲିସ ବର୍ବରତା ପହଞ୍ଚିଥିବା ଖବର ଆସିବା ପରେ ଅପରାଧିକ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ।

Post Views: 25
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In