• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

by Voice of Victims
September 21, 2024
in ମୁଖ୍ୟ ଖବର, ରାଜ୍ୟ
ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର:  ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ୟାତନାକୁ ନିନ୍ଦା କରିବା ସହ ନ୍ୟାୟିକ ତଦନ୍ତ ଦାବି କରିଛି ବିଜୁ ଜନତା ଦଳ। ଏନେଇ ଆଜି ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଘଟଣାରେ ପୁଲିସର ସଂପୃକ୍ତି ଥିବାରୁ ପୁଲିସ ତଦନ୍ତ ଉପରେ ଦଳର ଭରସା ନାହିଁ। ଏଥିପାଇଁ ବଚାର ବିଭାଗୀୟ ତଦନ୍ତ କରି ତୁରନ୍ତ ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ବିକ୍ଷୋଭ କରିଛି ବିଜେଡି। ଥାନାରେ ସିସିଟିଭି ପୂର୍ବରୁ ଥିବାବେଳେ ଏବେ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେଡି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡ଼ିଥିବା ବେଳେ ଶହେ ଦିନର ସରକାର କେବଳ ରଙ୍ଗ ବଦଳାଇବାରେ କାମ କରୁଛନ୍ତି ବୋଲି ବିଜେଡି କହିଛି। ଘଟଣା ନେଇ ରାଷ୍ଟ୍ରପତିଙ୍କ ଉର୍ଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ୟାତନା ଘଟଣାକୁ ନେଇ ରାଜନୈତିକ ବାୟାନବାଜି ଆରମ୍ଭ ହୋଇଯାଇଛି। ଏହି ଘଟଣାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଦୋଷାରୋପ କରୁଛି।

Post Views: 27
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In