• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ତଦନ୍ତରେ ପକ୍ଷପାତିତା କରାଯିବ ନାହିଁ: କ୍ରାଇମବ୍ରାଞ୍ଚ

by Voice of Victims
September 21, 2024
in ମୁଖ୍ୟ ଖବର, ରାଜ୍ୟ
ତଦନ୍ତରେ ପକ୍ଷପାତିତା କରାଯିବ ନାହିଁ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନରେ ନିର୍ୟାତନା ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ସଂପୃକ୍ତ ପୁଲିସ ଅଧିକାରୀଙ୍କୁ ଖାଲି ନିଲମ୍ବନ ନା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି। ଘଟଣା ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା କହିଛନ୍ତି ଯେ ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ। ସେପଟେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ରାତି ତମମା ଜେରା କରିଛି କ୍ରାଇମବ୍ରାଞ୍ଚ। ପଚରାଉଚରା ବେଳେ ସମସ୍ତ ତଥ୍ୟର ତର୍ଜମା ଚାଲିଛି। ସୂଚନା ଅନୁସାରେ, ଭରତପୁର ଥାନାରେ ସେପ୍ଟେମ୍ବର ୧୫ତାରିଖ ରାତିରେ ସେନା ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ପୁଲିସର ଅମାନବୀୟ ଅତ୍ୟାଚାର ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସେପ୍ଟେମ୍ବର ୧୭ତାରିଖରେ ଜାତୀୟ ମହିଳା କମିଶନ ଆକ୍ସନ ମୋଡକୁ ଆସିଥିଲେ । ନିଜଆଡ଼ୁ ମାମଲା ରୁଜୁ କରି ରାଜ୍ୟ ପୁଲିସ ଡିଜିଙ୍କୁ ଚିଠି ଲେଖି ୩ଦିନ ମଧ୍ୟରେ(୨୦ତାରିଖ ସୁଦ୍ଧା) କାର୍ୟ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ସମ୍ପୃକ୍ତ ପୁଲିସ ଅଫିସରମାନଙ୍କ ବିରୁଦ୍ଧରେ ତୁରନ୍ତ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ କରାଯିବ ବୋଲି କମିଶନ ଆଶାବ୍ୟକ୍ତ କରିଥିଲେ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In