• About Us
  • Contact Us
Sunday, November 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ କଂଗ୍ରେସର ଅଣ୍ଡା ଓ ଟମାଟୋ ମାଡ଼

by Voice of Victims
September 21, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ କଂଗ୍ରେସର ଅଣ୍ଡା ଓ ଟମାଟୋ ମାଡ଼

ଭୁବନେଶ୍ୱର: ଭରତପୁର ଥାନା କାଣ୍ଡ ପ୍ରତିବାଦରେ କଂଗ୍ରେସ  ରାସ୍ତାକୁ ଓହ୍ଲାଇଛି । ଦଳ ପକ୍ଷରୁ ଆନ୍ଦୋଳନ କରାଯିବା ସହ ପୁଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଡ଼କୁ ଯୁବ କଂଗ୍ରେସ କର୍ମୀମାନେ ଅଗ୍ରସର ହେବାବେଳେ ପୁଲିସ ସେମାନଙ୍କୁ ବ୍ୟାରିକେଡ କରି ଅଟକାଇଥିଲା । ସେତିକିବେଳେ କଂଗ୍ରେସ କର୍ମୀମାନେ ସେଠାରେ ଥିବା ପୁଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ଼ କରିଥିଲେ । ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ୟାତନା ଘଟଣାକୁ ନେଇ ରାଜନୈତିକ ବାୟାନବାଜି ଆରମ୍ଭ ହୋଇଯାଇଛି। ଏହି ଘଟଣାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଦୋଷାରୋପ କରୁଛି।

Post Views: 87
Share199Tweet125Send
Voice of Victims

Voice of Victims

Recent Posts

  • ମିଶନ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା, ପ୍ରଦର୍ଶିତ ହେଲା ୫୦ଟି ପ୍ରକଳ୍ପ
  • ଶୀତଋତୁ ପାଇଁ ବନ୍ଦ ହେବ ବଦ୍ରୀନାଥ ମନ୍ଦିର, ଜ୍ୟୋତିର୍ମଠରେ ମିଳିବ ଭଗବାନଙ୍କ ଦର୍ଶନ
  • ମହାଦେବ ବେଟିଂ ଆପ୍ ମାମଲାରେ CBIର ବଡ଼ ଆକ୍ସନ, ୬ ରାଜ୍ୟର ୩୩ ସ୍ଥାନରେ ଚଢ଼ାଉ
  • ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହେଲେ ଦିଲ୍ଲୀପ କୁମାର ନାୟକ
  • ଓଡ଼ିଶା ହାଇକୋର୍ଟରେ ବିଚାରପତି ପଦ ଖାଲିକୁ ନେଇ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In