• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨୭ରେ ଜିଲ୍ଲାପାଳ ସମ୍ମିଳନୀ

by Voice of Victims
September 22, 2024
in ମୁଖ୍ୟ ଖବର, ରାଜ୍ୟ
୨୭ରେ ଜିଲ୍ଲାପାଳ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ପ୍ରଥମ ଥର ପାଇଁ ଏହି ସମ୍ମିଳନୀ ହେବାକୁ ଯାଉଛି । ଲୋକସେବା ଭବନର  କନ୍‌ଭେନସନ ସେଣ୍ଟରରେ ଏହି ବୈଠକ କରିବାକୁ ନିଷ୍ପତ୍ତି ହୋଇଛି । ଏହି  ବୈଠକରେ ୩୦ଟି ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିବେ । ସମସ୍ତ ବିଭାଗର  ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ  ରହିବେ । ଏଥିସହିତ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ଅତିରିକ୍ତ ଶାସନ  ସଚିବ ଓ ନିର୍ଦ୍ଦେଶକମାନେ ମଧ୍ୟ ସାମିଲ ହେବାକୁ କୁହାଯାଇଛି । ମୁଖ୍ୟମନ୍ତ୍ରୀ  ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଏଥିରେ ଯୋଗ ଦେବେ ବୋଲି ସୂଚନା ମିଳିଛି ।

Post Views: 52
Share201Tweet126Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In