• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡିଶା ଛାଡିବ ଜେଏସଡବ୍ଲୁ , କରିଥାଆନ୍ତା ୪୦ ହଜାର କୋଟି ଟଙ୍କାର ଇଭି ପ୍ରକଳ୍ପ

by Voice of Victims
September 24, 2024
in ମୁଖ୍ୟ ଖବର, ରାଜ୍ୟ
ଓଡିଶା ଛାଡିବ ଜେଏସଡବ୍ଲୁ , କରିଥାଆନ୍ତା ୪୦ ହଜାର କୋଟି ଟଙ୍କାର ଇଭି ପ୍ରକଳ୍ପ

ଭୁବନେଶ୍ବର: ଓଡିଶା ଛାଡିବ ବିଶ୍ବର ଅନ୍ୟତମ ଶିଳ୍ପ ସମ୍ରାଟ ଜେଏସଡବ୍ଲୁ । ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା। ହେଲେ କୌଣସି କାରଣ ପାଇଁ ଏହି କଂପାନୀ ଓଡିଶା ଛାଡିବ ବୋଲି ଦେଶର ପ୍ରତିଷ୍ଠିତ ଗଣମାଧ୍ୟମ ‘ମିଣ୍ଟି’ ରେ ପ୍ରକାଶ ପାଇଛି। ଗତ ଫେବୃୟାରୀ ମାସରେ ଜେଏସଡବ୍ଲୁ ଓଡିଶା ସରକାରଙ୍କ ସହିତ ବୁଝାମଣା ପତ୍ର ସ୍ବାକ୍ଷରିତ କରିଥିଲା। ଏଥିରେ କଂପାନୀ କଟକ ଓ ପାରାଦ୍ବୀପରେ ଶିଳ୍ପ ପ୍ରତିଷ୍ଠା କରିବା ଏହି ବୁଝାମଣ କରିଥିଲା। ସେତେବେଳେ ଓଡିଶାରେ ନବୀନ ପଟ୍ଟନାୟକ ସରକାରରେ ଥିଲେ। ହେଲେ ସରକାର ପରିବର୍ତ୍ତନ ପରେ କଂପାନୀ ଏହି ପ୍ରକଳ୍ପକୁ ମହାରାଷ୍ଟ୍ର ସ୍ଥାନାନ୍ତର କରିବ ବୋଲି ଜଣାପଡିଛି। ତେବେ ଏ ନେଇ କଂପାନୀ ତରଫରୁ କୌଣସି ସୂଚନା ଦିଆଯାଇ ନାହିଁ।

Post Views: 25
Tags: Odisha will leave JSW
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In