• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସୁଭଦ୍ରା ଆବେଦନ ୯୨ ଲକ୍ଷ ଛୁଇଁଲା

by Voice of Victims
September 25, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସୁଭଦ୍ରା ଆବେଦନ ୯୨ ଲକ୍ଷ ଛୁଇଁଲା

The Deputy Chief Minister, Odisha, Smt Pravati Parida calling on the Union Minister of Defence, Shri Rajnath Singh, in New Delhi on June 29, 2024.

ଭୁବନେଶ୍ୱର: ସୁଭଦ୍ରା ଯୋଜନରେ ଏବେ ସୁଦ୍ଧା ୯୨ ଲକ୍ଷ ଜଣ ଆବେଦନ କରିସାରିଲେଣି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ସୂଚନା ଦେଇଛନ୍ତି ।  ସେ କହିଛନ୍ତି ଯେ ଆଉ ୧ ସପ୍ତାହ ପରେ ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁଯିବ । ଇ-କେୱାସି ପାଇଁ ଟିକେ ସମୟ ଲାଗୁଛି । ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦେଇସାରିଛୁ ।  ୧କୋଟି ମହିଳାଙ୍କ ପାଖରେ ପହଞ୍ଚିବାକୁ ୪ଟି ସ୍ଲାବ ରହିଛି । ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ । ମାର୍ଚ୍ଚ ୮ ପୂର୍ବରୁ ପ୍ରଥମ କିସ୍ତି ସମସ୍ତ ମହିଳାଙ୍କୁ ମିଳିବ । କିନ୍ତୁ ଦ୍ୱିତୀୟ କିସ୍ତି ଏକକାଳୀନ ସମସ୍ତ ମହିଳାଙ୍କୁ ପ୍ରଦାନ କରାଯିବ । କିଏ ଆଗ ପାଉ ତ କିଏ ପରେ ପାଉଛି । କିନ୍ତୁ ସମସ୍ତେ ନିଶ୍ଚିତ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । 

Post Views: 29
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In