• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ସୁଭଦ୍ରା’ ପାଇଁ ଆସିଲା ଏକ ବଡ଼ ଖବର

by Voice of Victims
September 27, 2024
in ମୁଖ୍ୟ ଖବର, ରାଜ୍ୟ
‘ସୁଭଦ୍ରା’ ପାଇଁ ଆସିଲା ଏକ ବଡ଼ ଖବର

ଭୁବନେଶ୍ୱର: ‘ସୁଭଦ୍ରା’ କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ଏକ ବଡ଼ ଖବର ସାମନାକୁ ଆସିଛି । କେଉଁ ଦିନ ସଭଦ୍ରା ସହାତା ମିଳିବ ସେ ନେଇ ଆଜି ତାରିଖ ଘୋଷଣା ହୋଇପାରେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପରବର୍ତ୍ତୀ ତାରିଖ ଆଜି ଘୋଷଣା କରିପାରନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ । ସେହିଦିନ ୨୫ଲକ୍ଷରୁ ଊଦ୍ଧ୍ୱର୍ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତି ମିଳିଥିଲା ।  ଏବେ ଏଥିରେ ସହାୟତା ପାଇବା ପାଇଁ ଆବେଦନ ସଂଖ୍ୟା ୯୨ ଲକ୍ଷ ଟପିଛି । ଆଉ ହିତାଧିକାରୀ କିସ୍ତି ଅପେକ୍ଷାରେ ଅଛନ୍ତି । ଦିନକ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଆଉ ସପ୍ତାହ ପରେ ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁଯିବ । ଇ-କେୱାସି ପାଇଁ ଟିକେ ସମୟ ଲାଗୁଛି । ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦେଇସାରିଛୁ ।  ୧କୋଟି ମହିଳାଙ୍କ ପାଖରେ ପହଞ୍ଚିବାକୁ ୪ଟି ସ୍ଲାବ ରହିଛି । ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ । ମାର୍ଚ୍ଚ ୮ ପୂର୍ବରୁ ପ୍ରଥମ କିସ୍ତି ସମସ୍ତ ମହିଳାଙ୍କୁ ମିଳିବ । କିନ୍ତୁ ଦ୍ୱିତୀୟ କିସ୍ତି ଏକକାଳୀନ ସମସ୍ତ ମହିଳାଙ୍କୁ ପ୍ରଦାନ କରାଯିବ । କିଏ ଆଗ ପାଉ ତ କିଏ ପରେ ପାଉଛି । କିନ୍ତୁ ସମସ୍ତେ ନିଶ୍ଚିତ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ । 

Post Views: 27
Share200Tweet125Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In