• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବୋରୱେଲରେ ଫିଙ୍ଗାଯାଇଥିବା ନବଜାତକ ଶିଶୁ ଉଦ୍ଧାର, ୬ ଘଣ୍ଟା ଧରି ଚାଲିଥିଲା ଅପରେସନ

by Voice of Victims
December 12, 2023
in ମୁଖ୍ୟ ଖବର, ରାଜ୍ୟ
ବୋରୱେଲରେ ଫିଙ୍ଗାଯାଇଥିବା ନବଜାତକ ଶିଶୁ ଉଦ୍ଧାର, ୬ ଘଣ୍ଟା ଧରି ଚାଲିଥିଲା ଅପରେସନ

ଭୁବନେଶ୍ବର: ଆଜି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟସ୍ଥ ଲାରିପାଲି ଜଙ୍ଗଲର ଏକ ବୋରୱେଲ ଭିତରୁ ନବଜାତକ ଶିଶୁକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଏହି ଶିଶୁଟିକୁ କେହି ଜନ୍ମ କରି ସେହି ଜଙ୍ଗଲ ବୋରୱେଲ ଭିତରକୁ ଫିଙ୍ଗି ଦେଇଥିଲା। ହେଲେ ପିଲାଟିର କାନ୍ଦ ଶୁଣି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଏହାପରେ ଆରମ୍ଭ ହୋଇଥିଲା ଅପରେସନ। ସ୍ଥାନୀୟ ପ୍ରଶାସନର ତ୍ବରିତ ଉଦ୍ୟମ ପରେ ସେଠାରେ ପହଞ୍ଚିଥିଲେ ଓଡ୍ରାଫ ଟିମ, ଅଗ୍ନିଶମ ପୋଲିସ ଏବଂ ହସପିଟାଲ ଟିମ। ପ୍ରଥମେ ବୋରୱେଲ ଭିତରକୁ ଅକ୍ସିଜେନ ପଠାଯାଇଥିଲା। ଏହାପରେ ତିନୋଟି ଜେସିବି ସାହାର୍ଯ୍ୟରେ ସେହି ବୋରୱେଲ ଚାରପଟୁ ଖୋଳାଯାଇଥିଲା। ପ୍ରାୟ ୬ ଘଣ୍ଟା ଧରି ଚାଲିଥିଲା ଏହି ଉଦ୍ଧାର କାର୍ଯ୍ୟ। ଖୋଳା ଶେଷ ହେବା ପରେ ବୋରୱେଲ ପାଇପକୁ କଟାଯାଇ ଶିଶୁକୁ ଜୀବନ୍ତ ଉଦ୍ଧାର କରାଯାଇଛି। ଉଦ୍ଧାର ବେଳେ ଶିଶୁଟିର ମୁଣ୍ଡ ତଳକୁ ଥିଲା। ହେଲେ ଶିଶୁଟି କାନ୍ଧୁଥିବାରୁ ତାହାକୁ ଜୀବନ୍ତ ଉଦ୍ଧାର କରାଯାଇପାରିବ ବୋଲି ଆଶା କରାଯାଇଥିଲା। ଶେଷରେ ତାହା ସଫଳ ହେଲା। ଉଦ୍ଧାର ପରେ ସେଠାରେ ଥିବା ମେଡିକାଲ ଟିମ ତୁରନ୍ତ ସେଠାରେ ପ୍ରାଥମିକ ଚିକିତ୍ସା କରି ହସପିଟାଲରେ ଭର୍ତ୍ତି କରିଛନ୍ତି।

Post Views: 281
Share199Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In