• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଧାମନଗରର ପରିସ୍ଥିତି ଏବେ ବି ଉତ୍ତେଜନା, ବନ୍ଦ କରାଗଲା ଇଣ୍ଟରନେଟ ସଂଯୋଗ

by Voice of Victims
September 28, 2024
in ରାଜ୍ୟ
ଧାମନଗରର ପରିସ୍ଥିତି ଏବେ ବି ଉତ୍ତେଜନା, ବନ୍ଦ କରାଗଲା ଇଣ୍ଟରନେଟ ସଂଯୋଗ

ଭୁବନେଶ୍ବର: ଭଦ୍ରକର ପରିସ୍ଥିତି ଏବେ ବି ଉତ୍ତେଜନା ପୂର୍ଣ୍ଣ ରହିଛି। ସେଠାରେ ଗତକାଲିଠାରୁ ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଲାଗୁ କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦଶ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ତେବେ ଆଜି 48 ଘଣ୍ଟା ପାଇଁ ଧାମନଗର ଅଞ୍ଚଳର ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ସାମାଜିକ ଗଣମାଧ୍ୟମରେ ଏକ ଭିଡିଓକୁ ନେଇ ସେଠାରେ ପରିସ୍ଥିତି ଉତ୍ତେଜନା ରହିଛି। ଏହି ଭିଡିଓକୁ ଯିଏ ଅପଲୋଡ କରିଛି ତାହାକୁ ତୁରନ୍ତ ଗିରଫ କରିବାକୁ ଏକ ଗୋଷ୍ଠୀ ଦାବୀ କରିଥିଲେ। ହେଲେ ପୋଲିସ ସେମାନଙ୍କୁ ଗିରଫ କରିବାରେ ବିଳମ୍ବ ହୋଇଥିଲା। ଏହାକୁ ନେଇ ସେହି ଗୋଷ୍ଠୀ ତରଫରୁ ଏକ ପ୍ରତିବାଦ ରାଲି କରାଯାଇଥିଲା। ଏହି ରାଲି ଉପକୁ ଅନ୍ୟ ଗୋଷ୍ଠୀ ପଥର ମାଡ କରିବା ପରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହି ପଥରମାଡରେ କେତେକ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ଏହି ଘଟଣା ସାଂପ୍ରଦାୟିକତା ଆଡକୁ ଯାଉଥିବାରୁ ପୋଲିସ ତରଫରୁ ତୀକ୍ଷ୍ମ ନଜର ରଖାଯାଇଛି।

Post Views: 41
Tags: The situation in Dhamnagar is still tense
Share199Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In