• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

by Voice of Victims
September 28, 2024
in ମୁଖ୍ୟ ଖବର, ରାଜ୍ୟ
ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଝାଡ଼ଖଣ୍ଡ ଯିବେ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ।  ସେହିପରି  ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି ।  ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ  ଭେଟିଥିଲେ । 

Post Views: 42
Share199Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In