• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

by Voice of Victims
September 30, 2024
in ମୁଖ୍ୟ ଖବର, ରାଜ୍ୟ
ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

ଭୁବନେଶ୍ବର: ଗତକାଲି ରାଜ୍ୟ ସରକାର ଆଇପିଏସ ସ୍ତରରେ ଅଦଳବଦଳ କରିବା ପରେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି କଟକ ଭୁବନେଶ୍ବର ପୋଲିସ କମିଶନର। ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଏହା ପୂର୍ବରୁ ସେ ଏଡିଜି ଅପରେସନରେ କାର୍ଯ୍ୟ କରୁଥିଲେ।  ସେ ଭୁବନେଶ୍ବର କମିଶନରେଟ ଅଫିସରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In